Masthead

ନିର୍ବାଚନ ଲଢିବେ ନାହିଁ ମଲ୍ଲିକାଜ୍ଜୁର୍ନ ଖଡଗେ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି କଂଗ୍ରେସ ପାଇଁ ସମସ୍ୟା ବଢିପାରେ । କାରଣ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ଏଥର ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିପାରନ୍ତି ବୋଲି ଚର୍ଚ୍ଚାଜୋର ଧରିଛି । ଚର୍ଚ୍ଚା ହେଉଛି ଯେ ଏଥର ତାଙ୍କୁ ରାଜନୈତିକ ମଇଦାନରେ ଖଡଗେଙ୍କୁ ଦେଖିବାକୁ ମିଳିବ ନାହିଁ। ସୂତ୍ରରୁ ପ୍ରକାଶ, ମଲ୍ଲିକାର୍ଜୁନ ଖଡଗେ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିନପାରନ୍ତି। ଏହି କଳ୍ପନାଜଳ୍ପନା ମଧ୍ୟରେ ଅନେକ ଦଳର ନେତା ଚିନ୍ତିତ ହୋଇପଡିଛନ୍ତି।

କଂଗ୍ରେସ ଭିତର ସର୍କଲର କିଛି ନେତା ଏହା ଉପରେ ଗୁରୁତ୍ୱାରୋପ କରିଥିଲେ ଯେ ଦଳ ମୁଖ୍ୟଙ୍କ ବିନା ସାଧାରଣ ନିର୍ବାଚନରେ ମଇଦାନ ଓହ୍ଲାଇପାରିବେ ନାହିଁ। ସୂତ୍ରରୁ ପ୍ରକାଶ ଯେ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ସେ କେବଳ ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀରେ ସୀମିତ ରହିବାକୁ ଚାହୁଁ ନାହାନ୍ତି। ଏହା ବଦଳରେ ସେ ସାରା ଦେଶରେ ସିଟ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ