Masthead

ଆସନ ବୁଝାମଣାକୁ ନେଇ ତର୍ଜମା ଚାଲିଛି: ପର୍ଶୁରାମ ଧଡ଼ା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟକୁ ନେଇ ବିଜେଡି ବିଧାୟକ ପର୍ଶୁରାମ ଧଡ଼ାଙ୍କ  ପ୍ରତିକ୍ରିୟା । କହିଛନ୍ତି ମେଣ୍ଟକୁ ନେଇ କୌଣସି ଦ୍ଵନ୍ଦ ନାହିଁ । ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ୱାର୍ଥ ପାଇଁ ସବୁବେଳେ ପଦକ୍ଷେପ ନେଇଥାନ୍ତି ଏବଂ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ଆମ ଦଳର ସୁପ୍ରିମୋ । ଯାହା ନିଷ୍ପତ୍ତି ନେଇଛନ୍ତି ତାକୁ ସମସ୍ତେ ମାନିଛୁ ଆଉ ଆଉ ମାନିବେ ।

ସେ ଆହୁରି ମଧ୍ୟ କହିଛନ୍ତି ମେଣ୍ଟ କିଛି ନୂଆ କଥା ନୁହେଁ । ବିଗତ ଦିନରେ ବି ଆମର ମେଣ୍ଟ ହୋଇଥିଲାା ଆଗାମୀ ଦିନରେ ମେଣ୍ଟ ହେବ । ଆସନ ବୁଝାମଣାକୁ ନେଇ ତର୍ଜମା ଚାଲିଛି । ବର୍ତ୍ତମାନ ସୁଦ୍ଧା ଆକଳନ ହୋଇନି । ମୁଖ୍ୟମନ୍ତ୍ରୀ ତାହା ଉପରେ ଭଲ ଭାବେ ନଜର ରଖିଛନ୍ତି । ଉଭୟ ଦଳର ବିଚାର ବିମର୍ଷ ଚାଲିଛି । ତାହା ପରେ ନିଷ୍ପତ୍ତି ନିଆଯିବ । ମେଣ୍ଟ ହେଲେ ବିଜେଡିର କିଛି କ୍ଷତି ହେବାର ନହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା