Masthead

ଶୀର୍ଷ ନେତା କହି ସାରିଲା ପରେ ମୁଁ କହିବାର କିଛି ମାନେ ନାହିଁ: ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି – ବିଜେଡି ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ବିଜେପି ବିଧାୟକ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା । ମିଡ଼ିଆରେ ହେଉଛି ମେଣ୍ଟ ଚର୍ଚ୍ଚା । ଆମ ପାଖକୁ ମେଣ୍ଟ ଚର୍ଚ୍ଚା ଆସିନାହିଁ । ରାଜ୍ୟ ସଭାପତି ଏବଂ ପ୍ରଭାରୀ ଏ ସଂପର୍କରେ ଯାହା କହିବା କଥା କହି ସାରିଛନ୍ତି । ବିଜେପିର ଆଭ୍ୟନ୍ତରୀଣ ଗଣତନ୍ତ୍ର ହିସାବରେ, ଶୀର୍ଷ ନେତା କହି ସାରିଲା ପରେ ମୁଁ କହିବାର କିଛି ମାନେ ନାହିଁ । ଶୀର୍ଷ ନେତୃତ୍ବ ନିଷ୍ପତି ନେଇ ସରିଲା ପରେ କିଛି କହି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼