Masthead

ଅଙ୍ଗନୱାଡି ଖାଦ୍ୟରେ ପୋକ

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ମାଙ୍କଡ଼ ଚୁଆ ଅଙ୍ଗନୱାଡି କେନ୍ଦ୍ରରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । କୋମଳମତି ଶିଶୁମାନଙ୍କୁ ଦିଆଯାଉଛି ନିମ୍ନମାନର ଛତୁଆ । ଯାହା ଫଳରେ ଆଜି ଅନେକ ମହିଳା ଅଙ୍ଗନୱାଡିରେ ପହଂଚି ଛତୁଆକୁ ଦେଖାଇ ଥିଲେ । ଯେଉଁ ଗ୍ରୁପ ଏହି ଛତୁଆ ଦେଉଛି ତାଙ୍କୁ ତୁରନ୍ତ ହଟାଯାଇ ନୂଆ ଗ୍ରୁପକୁ ଦିଆଯାଉ ବୋଲି ଦାବି କରିଛନ୍ତି ।

ଗତକାଲି ଜଣେ ବ୍ୟକ୍ତିକୁ ଏହି ଛତୁଆ ଦିଆଯାଇଥିବା ବେଳେ ଛତୁଆ ପୋକ, କାଠି ବାହାରିବାର ଖବର ପାଇ ଗ୍ରୁପର କେତକ ତାଙ୍କ ଘରେ ପହଂଚି ସେ ଛତୁଆକୁ ଆଣି ଫୋପାଡ଼ି ଦେଇଥିବା ଅଭିଯୋଗ ହୋଇଛି । ଏ ନେଇ ସୁପରଭାଇଜର ତଦନ୍ତ କରୁଥିବା ଜଣାପଡିଛି । ଏନେଇ ସିଡିପିଓଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି