Masthead

୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା

ନୂଆପଡ଼ା (ବଡ଼ ଖବର ବ୍ୟୁରୋ):  ୧୨ ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା । ନୂଆପଡ଼ା ସ୍ୱାଭିମାନ ମଞ୍ଚ ପଡ଼ରୁ ବନ୍ଦ ଡାକରା ଦିଆଯାଇଛି । ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ଦାବି କରିଛି ନୂଆପଡ଼ା ସ୍ୱାଭିମାନ ମଞ୍ଚ। ବିଜେଡି ଜିଲ୍ଲା ସଭାପତି, ବିଜେଡି ଜିଲ୍ଲା ଯୁବ ସଭାପତି ପ୍ରମୂଖ ଆଜି ମନ୍ତ୍ରୀଙ୍କ ବିରୁଦ୍ଧରେ ତଦନ୍ତ ଦାବି କରି ନୂଆପଡ଼ା ସହର ବନ୍ଦ କରିଛନ୍ତି। ଦୁଇ ଦିନ ତଳେ ସାମ୍ବାଦିକ ସମ୍ମିଳନୀ କରି ମନ୍ତ୍ରୀଙ୍କ ଉପରେ ଭ୍ରଷ୍ଟାଚାର ଆରୋପ ଲଗାଇଥିଲେ ଦଳୀୟ ନେତା ମାନେ । ମନ୍ତ୍ରୀଙ୍କ ପ୍ରାର୍ଥୀତ୍ୱକୁ ମଧ୍ୟ ଏହି ନେତା ମାନେ ବିରୋଧ କରିଛନ୍ତି। ବନ୍ଦ ପ୍ରଭାଵରେ ସହରରେ ଦୋକାନ ବଜାର ବନ୍ଦ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା