Masthead

ବିବାହ ଭୋଜିରେ ଛୁରୀ ଭୁଷିି ହତ୍ୟା, ପ୍ରତିଶୋଧ ନିଆଁରେ ପୋଡିଲେ ଘର

ଗଜପତି (ବଡ଼ ଖବର ବ୍ୟୁରୋ): ବିବାହ ଭୋଜିରେ ଅଘଟଣ । ଯୁବକଙ୍କୁ ଛୁରୀ ଭୁଷିି ହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ନଡ଼ିଆ ସାହିରେ । ମୃତକ ହେଲେ ପ୍ରଶାନ୍ତ ପ୍ରଧାନ । ବିବାହ ଭୋଜିରେ ପ୍ରଶାନ୍ତ ପ୍ରଧାନଙ୍କୁ ଛୁରୀ ମାରି ହତ୍ୟା କରାଯାଇଥିବା ସୂଚନା ମିଳିଛି ।

ହତ୍ୟା କରିଥିବା ଯୁବକର ଘରକୁ ପୋଡ଼ି ନଷ୍ଟ କରିଛନ୍ତି ମୃତକଙ୍କ ପରିବାର ଲୋକେ । ହତ୍ୟା କରିଥିବା ଯୁବକକୁ ପୋଲିସ କାବୁ କରି ଥାନାରେ ଅଟକ ରଖିଛି। ଉକ୍ତ ଘଟଣାକୁ କେନ୍ଦ୍ର କରି ମୃତ ପରିବାର ସହ ଗ୍ରାମବାସୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର