Masthead

ଆଉ ୨୨ଟି ନୂଆ ଏନଏସି ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ୨୨ଟା ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ ଜିଲ୍ଲାରେ ୨୨ଟି ନୂଆ ଏନଏସି ଘୋଷଣା । ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣାକଟକ, ବାଉଁଶୁଣୀକୁ ଏନଏସି ମାନ୍ୟତା ଦିଆଯାଇଛି । ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲାକୁ ଏନଏସି ଘୋଷଣା କରାଯାଇଛି । ସେହିପରି ବାଲେଶ୍ବରର ବାଲିଆପାଳ, ଖଇରା ଓ ଭଦ୍ରକର ଧାମରା ନୂଆ ଏନଏସି ଘୋଷଣା କରାଯାଇଛି ।

ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ ନୂଆ ଏନଏସି ମାନ୍ୟତା ମିଳିଛି । କଳାହାଣ୍ଡିର ନର୍ଲା, ଏମ୍‌.ରାମପୁର ଓ ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୂଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ଏନଏସି । ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା, ସୁବର୍ଣ୍ଣପୁରର ସୁବଳୟା, ଉଲୁଣ୍ଡା, ରାମପୁର ଭଞ୍ଜନଗର ଏନଏସି ମୁନିସିପାଲିଟିକୁ ଉନ୍ନୀତ ହେଲା ।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସ ରେ ମୁଖ୍ୟମନ୍ତ୍ରୀ 35 ଟି ନୂଆ NAC ଓ 5 ଟି ନୂଆ municipality ଗଠନ ବିଷୟ ଘୋଷଣା କରିଥିଲେ.

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ