Masthead

ପ୍ରଶ୍ନପତ୍ର ଲିକ୍ ନେଇ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି । ନବୀନ ନିବାସ ଅଭିମୁଖେ ଯିବାବେଳେ ଧସ୍ତାଧସ୍ତ । ପୋଲିସ ଅଟକାଇବାରୁ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ ନେଇ ଛାତ୍ର କଂଗ୍ରେସର ବିକ୍ଷୋଭ । କଲେଜରେ ଶିକ୍ଷକ ଅଭାବ, ପରୀକ୍ଷାରେ ବିଭ୍ରାଟ ଭଳି ସମସ୍ୟାକୁ ନେଇ ଛାତ୍ର କଂଗ୍ରେସ ରାସ୍ତାକୁ ଓହ୍ଲାଇଛି । ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରାଯାଉଛି । ଏହି ରାଲିରେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସହିତ ତମାମ ଛାତ୍ରନେତାମାନେ ସାମିଲ ହେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ