Masthead

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ୩୦୦ରୁ ଅଧିକ ପରିବାର

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ଚାନ୍ଦବାଲି ରାଜନୀତି ସେତେ ସରଗରମ ହେବାରେ ଲାଗିଛି ।ନେତା ଏବଂ ଜନତାଙ୍କ ଦଳ ଡିଆଁ ରାଜନୀତି ମଧ୍ୟ ଜୋର ଧରିବାରେ ଲାଗିଛି। ଏନେଇ ଆଜି ଚାନ୍ଦବାଲି ବ୍ଲକ ଖେରଙ୍ଗ ପଞ୍ଚାୟତରେ ୩୦୦ରୁ ଅଧିକ ପରିବାର ବିଜେଡି ଛାଡି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।

ଏହି ମହାମିଶ୍ରଣ ପର୍ବରେ ବିଜେପି ରାଜ୍ୟ ଉପସଭାପତି ବିରଞ୍ଚି ତ୍ରିପାଠୀ, ଭଦ୍ରକ ବିଜେପିର ଯୁବକମାନଙ୍କ କର୍ଣ୍ଣଧାର ସିତାଂଶୁ ମହାପାତ୍ର, ବିଜେପି ନେତ୍ରୀ ଜିନା ସାମଲ, ଏବଂ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଉପେନ୍ଦ୍ର ରାହୁଳ, ଜିଲ୍ଲା ବିଜେପି ମହିଳା ସଭାନେତ୍ରୀ କଳ୍ପନା ଜେନା ଏବଂ ଚାନ୍ଦବାଲିର ବହୁ ବିରଷ୍ଠ ନେତା ସଭାରେ ଉପସ୍ଥିତ ରହି ବିଜେପିରେ ଯୋଗ ଦେଇଥିବା କର୍ମୀମାନଙ୍କୁ ବିଜେପି ଦଳୀୟ ଉତରୀୟ ଦେଇ ସ୍ୱାଗତ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼