Masthead

ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମାଡ଼ପିଟ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତରେ ସେବାୟତଙ୍କ ମାଡପିଟ୍ । ବିମଳାଙ୍କ ମନ୍ଦିର ନିକଟରେ ଘଟିଛି ଅଘଟଣା। ପାଳି ଖଟିବାକୁ ନେଇ ଦୁଇଜଣ ସେବାୟତ ମଧ୍ୟରେ ହାତାହତି। ହାତାହତିରେ ସେବାୟତ ଶ୍ୟାମ ପଣ୍ଡା ଆହତ ହୋଇ ସଦର ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ବେଳେ ତାଙ୍କ ଆଖି ଓ ଛାତିରେ କ୍ଷତ ସୃଷ୍ଟି ହୋଇଛି। ଆହତ ଶ୍ୟାମ ପଣ୍ଡାଙ୍କ ସହ ପାଳି ଖଟିବାକୁ ନେଇ ଆଉ ଜଣେ ସେବାୟତ ନରସିଂହ ପଣ୍ଡାଙ୍କ ସହ ଗଣ୍ଡଗୋଳ ହୋଇଥିଲା। ତେବେ ଶ୍ରୀମନ୍ଦିର ଭିତରେ ମାରପିଟ୍ ପରେ ଉଭୟ ସେବାୟତଙ୍କୁ ପ୍ରଥମେ ସିଂହଦ୍ଵାର ଥାନା ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ତେବେ ଆହତ ସେବାୟତ ଏନେଇ ଗଣମାଧ୍ୟମରେ କିଛି ପ୍ରତିକ୍ରିୟା ରଖିନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ