Masthead

ସତୀଶଙ୍କ ଶକ୍ତି ପ୍ରଦର୍ଶନ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଓଡ଼ିଶା ରାଜନୀତିରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଏବେ ଅନେକ ବିଜେଡି ଟିକେଟ ଆଶାୟୀ ସ୍ଵାଧୀନ ଭାବେ ଲଢ଼ିବାକୁ ଶକ୍ତି ପ୍ରଦର୍ଶନ କଲେଣି। ଟିକେଟ ଆଶା ମଉଳି ଯିବା ପରେ ଏବେ ସିଧସଳଖ ଭାବେ ଦଳ ବିରୁଦ୍ଧରେ ଆସି ପ୍ରାର୍ଥୀ ହେବାକୁ ଘୋଷଣା କରିଛନ୍ତି। ଧର୍ମଶାଳାର ଯୁବ ନେତା ସତୀଶ ବିଶ୍ଵାଳ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦେବା ଆଳରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଜାରକା ବାଜାର ଠାରୁ ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହଜାର ହଜାର ସଂଖ୍ୟାରେ ସମର୍ଥକଙ୍କୁ ଧରି ପଦ ଯାତ୍ରା କରି ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ଆଗମୀ ନିର୍ବାଚନ ରଣାଙ୍ଗନରେ ସେ ପ୍ରାର୍ଥୀ ହେବେ ଏହା ସୂଚାଇ ଦେଇଛନ୍ତି। ବିନା ନବୀନଙ୍କ ଫଟୋ ଓ ବିନା ଶଙ୍ଖ ଚିହ୍ନରେ ସେ ନିର୍ବାଚନ ଲଢ଼ିବେ ଏହା ତାଙ୍କ ପୋଷ୍ଟର ଓ ବ୍ୟାନରରୁ ସ୍ପଷ୍ଟ ବାରି ହୋଇ ପଡିଛିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ