Masthead

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜୀବନ୍ତ ଦଗ୍ଧ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଶାହଦରା ଶାସ୍ତ୍ରୀ ନଗରରେ ଥିବା ଏକ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି ।ଆବାସିକ କୋଠାରେ ନିଆଁ ଲାଗି ୨ ଶିଶୁ ସମେତ ୪ ଜୀବନ୍ତ ଦଗ୍ଧ । ଗ୍ରାଉଣ୍ଡ ଫ୍ଲୋରରେ ଥିବା ପାର୍କିଂ ସ୍ଥାନରୁ ନିଆଁ ବ୍ୟାପିଥିବା ସୂଚନା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ । ଏହାଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ । ନିଆଁ ଲାଗିବା ଯୋଗୁଁ ପାର୍କିଂରେ ୪ଟି ଗାଡି ପୋଡି ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି