Masthead

ଦରମା ବୃଦ୍ଧି ପାଇଁ ବିଡିଓଙ୍କୁ ଚିଠି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦରମା ବୃଦ୍ଧି ନିମନ୍ତେ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଇସି ମେମ୍ବର । କଟକ ଜିଲ୍ଲା ବାରଙ୍ଗ ବ୍ଲକର ୧୬ଟି ପଂଚାୟତର ସମସ୍ତ ଇସି ମେମ୍ବରମାନେ ନିଜର ସ୍ଥାୟୀ ପଦବୀ ଏବଂ ଦରମା ୧ହଜାରରୁ ୧୦ହଜାରକୁ ବୃଦ୍ଧି ନିମନ୍ତେ ବାରଙ୍ଗ ବିଡ଼ିଓଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି ଫ ସେପଟେ ବିଏଲଏଫର ସଭାନେତ୍ରୀ ସୁମିତ୍ରା ପ୍ରଧାନ ଅଧା ବାଟରେ ଅଟକାଇବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣିଛନ୍ତି ମେମ୍ବରମାନେ ।

ଏପରି ଘଟଣା ସମ୍ପର୍କରେ ଜାଣିବା ପରେ ମେମ୍ବରଙ୍କ ପାଖରେ ପଂହଚିଥିଲେ ବାରଙ୍ଗ ୩୨ନମ୍ବର ଜିଲ୍ଲାପରିଷଦ ଶ୍ରୀଯୁକ୍ତ ତୁଷାରକାନ୍ତ ଚକ୍ରବର୍ତ୍ତୀ । ସରକାର ରାଜ୍ୟବାସୀଙ୍କ ବିଭିନ୍ନ ଦାବି ପୂରଣ କରୁଥିବାବେଳେ କାହିଁକି ଏମାନଙ୍କ ଦାବି ଶୁଣୁନାହାନ୍ତି ବୋଲି ପ୍ରଶ୍ନ ଉଠୁଛି । ଦାବି ପୂରଣ ନହେଲେ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ବାଧ୍ୟ ହେବେ ବୋଲି ଇସି ମେମ୍ବର ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ