Masthead

ବିଜେପି ରାଜ୍ୟରେ ଏକାକୀ ଲଢି ସରକାର କରିବ: ମନମୋହନ ସାମଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଗଣମାଧ୍ୟମ ଆଗରେ ରଖିଲେ ବଡ଼ ବୟାନ । କହିଛନ୍ତି ବିଜେପି ଏକାକି ନିର୍ବାଚନ ଲଢିବ । ଏଥିସହିତ ଆଗାମୀ ନିର୍ବାଚନରେ ବିଜେପି ରାଜ୍ୟରେ ଏକାକୀ  ଲଢି ସରକାର କରିବ । ଓଡ଼ିଶାର ଅସ୍ମିତାକୁ ନେଇ ବିଜେପି ନିର୍ବାଚନ ଲଢିବ ବୋଲି ମନମୋହନ ସାମଲ କହିଛନ୍ତି ।

ଗତ କିଛି ଦିନ ଧରି ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ହେଇ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା । ଏପରିକି ବିଜେପି ନେତାମାନେ ତୁହାକୁ ତୁହା ଦିଲ୍ଲୀ ଯାଇ ବିଜେପି ନେତୃବୃନ୍ଦଙ୍କ ସହ ଆଲୋଚନା କରୁଥିଲେ । ଆଜି ସକାଳେ ହିଁ ରାଜ୍ୟ ବିଜେପି ସଭାପତି ଦିଲ୍ଲୀରୁ ଫେରିଥିଲେ । ଆଉ ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ଏ ବୟାନ ଏବେ ଚର୍ଚ୍ଚା ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼