Masthead

ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରୀ ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର । ୫ ଦଫା ଦାବିପତ୍ର ନେଇ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧକ୍ଷଙ୍କୁ ପ୍ରଦାନ କରାଯାଇଛି । ରାଜ୍ୟ ସରକାର ସବୁ ବର୍ଗର ଲୋକଙ୍କ ଦୁଃଖ ଦୂର କରିବା ପାଇଁ ଭଣ୍ଡାର ଖୋଲି ଦେଇଥିବା ବେଳେ ସାମ୍ବାଦିକଙ୍କ କଥା ଭୁଲି ଯାଇଛନ୍ତି । ତେଣୁ ସାମ୍ବାଦିକଙ୍କ ଦୁଃଖ ମଧ୍ୟ ବୁଝିବାକୁ ଦାବି କରିଛନ୍ତି । ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟକ୍ରମକୁ ସଫଳତାର ସହିତ ଲୋକଙ୍କ ପାଖରେ ପହଞ୍ଚାଇବାରେ ସାମ୍ବାଦିକ ମାନେ ମଧ୍ୟ ବେସ ଭୂମିକା ଗ୍ରହଣ କରୁଛନ୍ତି । ତେଣୁ ସାମ୍ବାଦିକଙ୍କ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଧ୍ୟାନ ଦେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?