Masthead

ଲିଟର ଫିଛା ୨ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ଶସ୍ତା ହେଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ । କେନ୍ଦ୍ର ସରକାର ସାରା ଦେଶରେ ଉଭୟ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି ।

 

ମାର୍ଚ୍ଚ ୧୫ ଠାରୁ ଏହି ନୂତନ ତଥା ପରିବର୍ତ୍ତିତ ଦର ଲାଗୁ ହେବ । ପେଟ୍ରୋଲ ଓ ଡିଜେଲର ଦାମ କମିବା ପରେ ସାଧାରଣ ଉପଭୋକ୍ତାଙ୍କୁ ଆଶ୍ୱସ୍ତି ମିଳିଛି । ଏହା ସହ ୫୮ ଲକ୍ଷରୁ ଅଧିକ ଭାରିଯାନ, ୬ କୋଟିରୁ ଅଧିକ କାର ଏବଂ ପେଟ୍ରୋଲରେ ଚାଲୁଥିବା ୨୭ କୋଟିରୁ ଅଧିକ ଦୁଇଚକିଆ ଯାନରେ ବ୍ୟବହୃତ ଇନ୍ଧନ ଖର୍ଚ୍ଚରାଶି ହ୍ରାସ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼