Masthead

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ । ମୁଣ୍ଡରେ ଲାଗିଛି ଗଭୀର ଆଘାତ । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କୋଲକାତାର ଏସଏସକେଏମ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି ମମତା । କିଭଳି ଆହତ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନି । କିନ୍ତୁ ଘରେ ସେ ପଡିଯିବାରୁ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାପଡିଛି ।

ଘରେ ପଡ଼ିଯିବାରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ କୋଲକାତାର SSKM ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ଓ ଷ୍ଟିଚ୍ ପରେ ଅଧିକ ପରୀକ୍ଷା ନିରୀକ୍ଷା କରାଯାଇଥିଲା। ପରେ ସେ ନିଜ ଘରକୁ ଫେରିଛନ୍ତି। ମମତାଙ୍କ ଆହତ ସଂପର୍କିତ କିଛି ଫଟୋକୁ ସୋସିଆଲ୍ ମିଡିଆରେ ସେୟାର କରିଛି ତୃଣମୂଳ କଂଗ୍ରେସ। ମମତାଙ୍କ ପାଇଁ ପ୍ରାର୍ଥନା କରିବାକୁ ଦଳ ସମସ୍ତଙ୍କୁ ଅନୁରୋଧ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ