Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ହୋଇପାରେ କିଛି ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଦିନ ୧୧ଟାରେ ବୈଠକ ବସିବ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଏଥିରେ ବିଭିନ୍ନ ବିଭାଗର ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ । ସାଧାରଣ ପ୍ରଶାସନ, ଜଳସଂପଦ, ରାଜସ୍ବ ଆଦି ବିଭାଗର ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି ।

ଆଗକୁ ନିର୍ବାଚନ ଆସୁଥିବାରୁ ଅନେକ ଗୁଡ଼ିଏ ବିଭାଗର ପ୍ରସ୍ତାବ ଉପରେ ମୋହର ମାରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପେଟେ ଅପରାହ୍ନରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ତେଣୁ ଏହା ପୂର୍ବରୁ କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା