Masthead

ତୃତୀୟ ବ୍ୟାଚ୍ ଅଗ୍ନିବୀର ଯବାନଙ୍କ ପାସିଂ ଆଉଟ୍ ପରେଡ୍

ଚିଲିକା(ବଡ଼ ଖବର ବ୍ୟୁରୋ): ତୃତୀୟ ବ୍ୟାଚ୍ ଅଗ୍ନିବୀର ଯବାନଙ୍କ ପାସିଂ ଆଉଟ୍ ପରେଡ୍ । INS ଚିଲିକାରେ ହେଲା ପାସିଂ ଆଉଟ୍ ପରେଡ । ୨୬୩୦ ଅଗ୍ନିବୀର ପରେଡରେ ସାମିଲ । ଏହି ଅଗ୍ନିବୀର ମାନେ ଦୀର୍ଘ ୧୬ ସପ୍ତାହ ଧରି ଟ୍ରେନିଂ ନେବା ପରେ ସେମାନଙ୍କ ପାସିଙ୍ଗ୍-ଆଉଟ୍ ପରେଡ୍ ଅନୁଷ୍ଠିତ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ଚିଲିକା ନୌସେନା ତାଲିମ କେନ୍ଦ୍ରରେ ତୃତୀୟ ବ୍ୟାଚ୍ ରେ ୨୬୩୦ ଜଣ ଅଗ୍ନିବୀର ଟ୍ରେନିଂ ନେଉଥିବା ବେଳେ ସେମାନଙ୍କ ମଧ୍ୟରେ ୩୯୬ ମହିଳା ଅଗ୍ନିବୀର ଅଛନ୍ତି ।

ପାସିଂ ଆଉଟ୍ ପରେଡରେ ଭାଇସ ଆଡ଼ମିରାଲ ଭି. ଶ୍ରୀନିବାସ ଫ୍ଲାଗ ଅଫିସର କାମଣ୍ଡିଙ୍ଗ -ଇନ- ମୁଖ୍ୟ ଦକ୍ଷିଣ ନୌସେନା କମାଣ୍ଡ ଏହାକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶିଳ୍ପୀ ତଥା ପଦ୍ମଶ୍ରୀ ଏବଂ ପଦ୍ମଭୂଷଣ ଶ୍ରୀ ସୁଦର୍ଶନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ତାଙ୍କ ସହିତ ଓଡ଼ିଶା ନୌସେନା ମୁଖ୍ୟ କମୋଣ୍ଡର ଏନ.ପି. ପ୍ରଦୀପ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର