Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ଶେଷ କ୍ୟାବିନେଟ୍ ବୈଠକ ଆରମ୍ଭ।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ।ସମସ୍ତ ମନ୍ତ୍ରୀ ପରିଷଦ ଉପସ୍ଥିତ। ସମସ୍ତଙ୍କ ନଜର ଆଜି ଏହି ବୈଠକ ଉପରେ ରହିଛି । ଏହି କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ତେବେ କ୍ୟାବିନେଟର ଏଜେଣ୍ଡା ସମ୍ପର୍କରେ କୌଣସି ସଠିକ୍ ସୂଚନା ମିଳିନଥିଲେ ବି ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଏହି ବୈଠକ ବସୁଥିବାରୁ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବିନେଟ୍ ମୋହର ମାରିବ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା