Masthead

ସବ ଡିଭିଜନ ମାନ୍ୟତା ଦାବିରେ ବନ୍ଦ ପାଳନ

ଜି. ଉଦୟଗିରି (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରିକୁ ରାଜସ୍ୱ ଉପଖଣ୍ଡ ଘୋଷଣା ଦାବିରେ ଆଜି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୨୪ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଯାହା ଫଳରେ ବାଲିଗୁଡ଼ା ,ବ୍ରହ୍ମପୁର, ଭୁବନେଶ୍ୱର, ଭଞ୍ଜନଗର, ଫୁଲବାଣୀ ଆଦି ସ୍ଥାନକୁ ଗାଡି ଚଳାଚଳ ବନ୍ଦ ରହିଛି। ଘୁ. ଉଦୟଗିରିକୁ ଉପଖଣ୍ଡ ମାନ୍ୟତା ଦାବି ବହୁଦିନର ହୋଇଥିବା ବେଳେ ଏହି ଦାବିକୁ ରାଜ୍ୟ ସରକାର ଅଣଦେଖା କରିଛନ୍ତି ।

ପ୍ରତିବାଦ ସ୍ବରୂପ ଆଜି ସ୍ଥାନୀୟ ଅଞ୍ଚଳରେ ଆନ୍ଦୋଳନ ମୁଣ୍ଡ ଟେକିଛି । ଘୁ.ଉଦୟଗିୟଗିରି ମିଳିତ କ୍ରିୟାନୁଷ୍ଠାନ କମିଟି ଆନୁକୂଲ୍ୟରେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ୨୫ରୁ ଅଧିକ ସଂଘ ଏବଂ ସଂଗଠନ ଯୋଗ ଦେଇ ନିଜ ସମର୍ଥନ ସହ ଦାବି ପୂରଣ ନିମନ୍ତେ ୨୪ଘଣ୍ଟାବନ୍ଦ ଡାକରା ରେ ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ