Masthead

ବିଜେପିର ନିର୍ବାଚନ ରଣନୀତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଚାଲିଛି ଦଳର କୋର କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ । ଏହାସହ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡି ବୈଠକରେ ଯୋଗ ଦେଇଛନ୍ତି । ସେହିପରି ଅନ୍ୟ କୋର କମିଟି ସଦସ୍ୟା ମାନେ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି ।

ଏହାପରେ ବସିବ ରାଜ୍ୟ ନିର୍ବାଚନ କମିଟି ବୈଠକ ହେବ । ୨୪ ନିର୍ବାଚନକୁ ନେଇ ହେବ ମାନସମନ୍ଥନ । ୧୪୭ ବିଧାନସଭା ଏବଂ ୨୧ ଲୋକସଭାକୁ ନେଇ ପର୍ଯ୍ୟବେକ୍ଷକମାନଙ୍କ ରିପୋର୍ଟ ଉପରେ ହେବ ସମୀକ୍ଷା । ପ୍ରାର୍ଥୀ ଚୟନ ନେଇ ମଧ୍ୟ ଆଲୋଚନା ହେବ । ବୈଠକ ପରେ ସବିଶେଷ ରିପୋର୍ଟ କେନ୍ଦ୍ରୀୟ ସଂସଦୀୟ ବୋର୍ଡ ନିକଟକୁ ପଠାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ