Masthead

୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା । ତାରିଖ ଘୋଷଣା କରୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିସନର । ଲୋକସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ହେଉଛି ତାରିଖ ଘୋଷଣା। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ଦେଢ଼ କୋଟି ପୋଲିଂ ଅଫିସର । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌ । ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ