Masthead

ସୁକିନ୍ଦା ପିଠଣିଆ ପୀଠରେ କଂଗ୍ରେସ କର୍ମୀ ସମ୍ମିଳନୀ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ହରିପୁର ସ୍ଥିତ ପିଠଣିଆ ପୀଠରେ କଂଗ୍ରେସ କର୍ମୀ ସମ୍ମିଳନୀ । ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶରତ ରାଉତ । ଏହି କାର୍ୟ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଶରତ ରାଉତ ଯୋଗଦାନ କରି ଆଗାମୀ ନିର୍ବାଚନରେ ସେ ନିର୍ବାଚନ ଲଢ଼ିବାକୁ ଇଛୁକ ନଥିବା କହିଛନ୍ତି । ନୂଆ ଚେହେରାକୁ ସୁକିନ୍ଦାରେ ନିର୍ବାଚନ ଲଢ଼ିବାକୁ ସେ ସୁଯୋଗ ଦେବାକୁ ଚାହୁଁଛନ୍ତି ।

ଏହି କର୍ମୀ ସମ୍ମିଳନୀରେ କଂଗ୍ରେସ ଯୁବ ନେତା ସୁଜିତ ରାଉତ, ସ୍ୱର୍ଣ୍ଣଲତା ବାନରା, ଗୀତା ମହାନ୍ତଙ୍କ ସହ ସୁକିନ୍ଦା ଓ ଦାନଗଦି ଅଞ୍ଚଳର ବହୁ ବରିଷ୍ଠ କଂଗ୍ରେସ କର୍ମୀ ଓ ସ୍ଥାନୀୟ ଅଞ୍ଚଳର ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ । ଆଗମୀ ନିର୍ବାଚନରେ କଂଗ୍ରେସ ଦଳ ଯାହାକୁ ବି ପ୍ରାର୍ଥୀ ଭାବରେ ଘୋଷଣା କରିବ ତାଙ୍କୁ ସମର୍ଥନ କରି ଦଳକୁ ବିଜୟ କରେଇବାକୁ ସପଥ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ