Masthead

ବ୍ରିଜରୁ ଖସିପଡିଲା ବରଯାତ୍ରୀ ଗାଡି, ୪ ମୃତ

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟରେ ଭୟଂକର ସଡ଼କ ଦୁର୍ଘଟଣା, ୪ ମୃତ । କୋରାପୁଟ ଜିଲ୍ଳା କୁନ୍ଦ୍ରା ବ୍ଲକ ଖଟଲାପଦର୍ କୋଲାବ୍ ବ୍ରିଜ ନିକଟରେ ଘଟିଯାଇଛି ଏହି ସଡକ ଦୁର୍ଘଟଣା। କୁନ୍ଦ୍ରା ବ୍ଲକ ଠାରୁ କୋଟପାଡ ଅଭିମୁଖେ ଯାଉଥିବା ବରଯାତ୍ରୀ ଗାଡ଼ିଟି ଖଟଲାପଦର ବ୍ରିଜ ନିକଟରେ ଅଣାୟତ ହୋଇ ବ୍ରିଜ ତଳକୁ ଖସିପଡିଥିଲା । ଫଳରେ ୪ ଜଣଙ୍କ ମୃତ ହେବା ସହ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରେ କୁନ୍ଦ୍ରା ପୋଲିସ ଏବଂ ଅଗ୍ନିଶମ କର୍ମଚରୀ ମାନେ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସମସ୍ତ ଗୁରୁତର ଆହତ ଦଳପୁର ଅଞ୍ଚଳର ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା