Masthead

ଜୁନ୍ ୪ ବଦଳରେ ଜୁନ୍ ୨ ତାରିଖରେ ଭୋଟ୍ ଗଣତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଦଳିଲା ଅରୁଣାଚଳ ପ୍ରଦେଶ, ସିକ୍କିମ ଭୋଟ ଗଣତି ତାରିଖ ।୨ରାଜ୍ୟର ଭୋଟ ଗଣତି ତାରିଖରେ ପରିବର୍ତ୍ତନ କଲେ ଇସିଆଇ । ଜୁନ୍ ୪ ବଦଳରେ ଜୁନ୍ ୨ ତାରିଖରେ ଭୋଟ୍ ଗଣତି କରାଯିବ । ଏହି ୨ରାଜ୍ୟର ବିଧାନସଭା କାର୍ଯ୍ୟକାଳ ଜୁନ ୨ରେ ସରୁଥିବାରୁ ତାରିଖ ବଦଳାଇଛନ୍ତି ନିର୍ବାଚନ ଆୟୋଗ । ଅରୁଣାଚଳ ପ୍ରଦେଶର ମୁଖ୍ୟ ନିର୍ବାଚନ ଅଧିକାରୀ ପବନ କୁମାର ସୈନଙ୍କ ସୂଚନା ମୁତାବକ, ରାଜ୍ୟରେ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୭ ତାରିଖ । ନାମାଙ୍କନ ପତ୍ରର ଯାଞ୍ଚ ମାର୍ଚ୍ଚ ୨୮ରେ କରାଯିବ, ନାମାଙ୍କନ ପତ୍ରର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ତାରିଖ । ଭୋଟ୍ ଗ୍ରହଣ ପରେ, ଜୁନ୍ ୨ ତାରିଖରେ ଭୋଟ୍ ଗଣତି କରାଯିବ ବୋଲି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା