Masthead

ନିର୍ବାଚନ ପୂର୍ବରୁ ଫ୍ଲାଗ୍ ମାର୍ଚ୍ଚ

ପାରାଦୀପ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ପାରାଦୀପରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ପାରାଦୀପ ଡିଏସପି ସନ୍ତୋଷ ଜେନା ଙ୍କ ନେତୃତ୍ୱରେ ଏହି ଫ୍ଲାଗ ମାର୍ଚ୍ଚ ଷଣ୍ଢକୁଦରୁ ଆରମ୍ଭ ହୋଇ ସହର ପରିକ୍ରମା କରି ବଡ଼ବଡ଼ିଆ ଥାନା ଛକରେ ସମାପ୍ତ ହୋଇଥିଲା। ପାରାଦୀପ ଟାଉନ ସମେତ ନୂଆବଜାର, କଲେଜ ରୋଡ, ମଧୁବନ, କେବିନ ମାର୍କେଟ ପ୍ରଭୃତି କଲୋନୀରେ ପୋଲିସ ଫୋର୍ସ ଫ୍ଲାଗ ମାର୍ଚ୍ଚ କରିଛନ୍ତି। ଆସନ୍ତା ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ଓ ଅପରାଧ ମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍