Masthead

ପ୍ରାର୍ଥୀ ତାଲିକାକୁ ସର୍ଟ ଲିଷ୍ଟ କରିବା ପରେ ଦିଲ୍ଲୀ ଗଲେ ମନମୋହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ବିଜେପି ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ସର୍ଟ ଲିଷ୍ଟ କରିବା ପରେ ଆଜି ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ କେନ୍ଦ୍ରୀୟ ସଂସଦୀୟ ବୋର୍ଡ । ରାଜ୍ୟ ବିଜେପି ନିର୍ବାଚନ କମିଟି ବୈଠକରେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନ ଉପରେ ମାନସ ମନ୍ଥନ ହୋଇଥିଲା ।

ଦଳର ପର୍ଯ୍ୟବେକ୍ଷକମାନେ ଦେଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ସର୍ଟ ଲିଷ୍ଟ କରାଯାଇଛି । ତେଣୁ ଏହି ତାଲିକା ଉପରେ ଆଲୋଚନା କରିବାକୁ ଦିଲ୍ଲୀ ଗସ୍ତ କରିଛନ୍ତି ରାଜ୍ୟ ବିଜେପି ସଭାପତି । ସେଠାରେ କେନ୍ଦ୍ରୀୟ ନେତୃବୃନ୍ଦ ଏବଂ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ପ୍ରାର୍ଥୀ ନେଇ ଆଲୋଚନା ମଧ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ