Masthead

ସତରେ ମୃତ୍ୟୁ କେତେବେଳେ ଆସେ ଜଣାପଡେନା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ଜଳିଗଲେ ଯୁବକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଘଟିଛି ଅଭାବନୀୟ ଅଘଟଣ । ସକାଳୁ ସକାଳୁ ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହୋଇଥିଲା । ଏଥିରେ ଭୋଗରାଇର ଟୁକୁରୀ ହାଜିରା ପଂଚାୟତରେ ହରେନ୍ଦ୍ର ପରମାଣିକଙ୍କ ପୁଅ ରଞ୍ଜନଙ୍କ ବଜ୍ରପାତର ମୃତ୍ୟୁ ହୋଇଛି । ବଜ୍ରପାତରେ ରଞ୍ଜନ ଜଳି ଯାଇଛନ୍ତି ।

ସେହିପରି ପସରବିନ୍ଧା ଗ୍ରାମର ମୃତ୍ୟୁଞ୍ଜୟ ଘଢ଼ାଇଙ୍କ ବୋହୂ ମୋବାଇଲ ବ୍ୟବହାର କରୁଥୁଲା ବେଳେ ବଜ୍ରଘାତରେ ସର୍ଟସର୍କିଟରେ ଗୁରୁତର ହୋଇ ହସ୍ପିଟାଲ ସ୍ଥାନାନ୍ତରିତ ହୋଇଛନ୍ତି । ମୃତ୍ୟୁ ହୋଇଥିବା ରଞ୍ଜନ ଚିଙ୍ଗୁଡ଼ି ଘେରିକୁ ଯାଇଥିବା ବେଳେ ବର୍ଷା ଯୋଗୁ ଏକ ଚାଳ କୁଡ଼ିଆ ଘରେ ଆଶ୍ରୟ ନେଇଥିବା ବେଳେ ବଜ୍ର ପଡ଼ି ଘର ସହ ଯୁବକ ଜଳି ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ