Masthead

ଏଥର ନିଶ୍ଚିତ ଲିଷ୍ଟରେ ଓଡ଼ିଶା ରହିବ: ଜୁଏଲ ଓରାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଂସଦ ଜୁଏଲ ଓରାମ ଦିଲ୍ଲୀ ଯିବା ପୂର୍ବରୁ ଦେଲେ ବଡ଼ ବୟାନ। କହିଛନ୍ତି ମେଣ୍ଟକୁ ନେଇ କୌଣସି ଦ୍ଵନ୍ଦ ନାହିଁ। କେନ୍ଦ୍ରକୁ ଲିଷ୍ଟ ପଠା ଯାଇଛି। କେନ୍ଦ୍ର ଯାହା ନିର୍ଣ୍ଣୟ କରିବ ସେହି ଅନୁଯାୟୀ ହେବ। ଏଥର ନିଶ୍ଚିତ ଲିଷ୍ଟରେ ଓଡ଼ିଶା ରହିବ। ଆଜି ଦିଲ୍ଲୀରେ ରହିଛି ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ। ରାଜ୍ୟ ନେତୃତ୍ୱ ଭାଗ ନେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ