Masthead

ମେଣ୍ଟ ଚର୍ଚ୍ଚା ଯୋଗୁଁ କଂଗ୍ରେସର ପ୍ରାର୍ଥୀ ଦେବା ବିଳମ୍ବ ହେଉଛି: ସୁର ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ଚର୍ଚ୍ଚାକୁ ନେଇ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରତିକ୍ରିୟା । କହିଛନ୍ତି ଓଡ଼ିଶାରେ ମେଣ୍ଟ ଚର୍ଚ୍ଚା ଯୋଗୁଁ କଂଗ୍ରେସର ବିଳମ୍ବ ହେଉଛି । ବିଜେପି-ବିଜେଡି ପ୍ରାର୍ଥୀ ଦେଖି ଦଳ ପ୍ରାର୍ଥୀ ଦେବ । ବିଳମ୍ବ ହେବ କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ । ସେପଟେ ଘୁଞ୍ଚିଲା ଆସନ୍ତା କାଲି ବସିବାକୁ ଥିବା ଦ୍ଵିତୀୟ ପର୍ଯ୍ୟାୟ ସ୍କ୍ରିନିଂ କମିଟି ବୈଠକ ।

କେବେ ବୈଠକ ବସିବ ତାରିଖ ଘୋଷଣା ହୋଇ ନ ଥିଲେ ବି ଖୁବ ଶୀଘ୍ର ବସିବ ବୋଲି ସୂଚନା ମିଳିଛି । ସ୍କ୍ରିନିଂ କମିଟି ବୈଠକରେ ପ୍ରାର୍ଥୀ ତାଲିକା ଉପରେ ମୋହର ବାଜିବା ପରେ ସିଇସି ପାଖକୁ ପଠାଯିବ । ସିଇସିର ମୋହର ବାଜିବା ପରେ ତାଲିକା ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ