Masthead

ବିହାରରେ ସିଟ ଭାଗବଣ୍ଟା

ବିହାର(ବଡ଼ ଖବର ବ୍ୟୁରୋ):  ଲୋକସଭା ନିର୍ବାଚନ ପାଇଁ ବିହାରରେ ଆସନ ପାଇଁ ଏନଡିଏ ସହିତ ବୁଝାମଣା ହୋଇଯାଇଛି । ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକସଭା ଆସନ ମଧ୍ୟରୁ ଭାଜପାକୁ ସର୍ବାଧିକ ୧୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ସେହିପରି ନୀତୀଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ) ୧୬ଟି ଆସନରେ ନିର୍ବାଚନ ଲଢିବ।

 

ଏପରିକି ଚିରାଗ ପାଶୱାନଙ୍କ ଏଲ୍‌ଜେପି ୫ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଚୂଡ଼ାନ୍ତ ହୋଇଛି। ଜିତନ ରାମ ମାଞ୍ଝିଙ୍କ ଦଳ ଗୋଟିଏ ଆସନରେ ନିର୍ବାଚନ ଲଢିବ। ଉପେନ୍ଦ୍ର କୁଶୱାଙ୍କ ପାର୍ଟି ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାଙ୍କୁ ଗୋଟିଏ ଆସନ ଦିଆଯାଇଛି। ପୂର୍ବ ବିଧାନସଭା ନିର୍ବାଚନରେ ଏକକ ସଂଖ୍ୟା ଗରିଷ୍ଠତା ପାଇନଥିବା ନୀତିଶ କୁମାର ବିଜେପି ସମର୍ଥମରେ ରାଜ୍ୟରେ ସରକାର ଗଠନ କରିବା ସହ ମୁଖ୍ୟମନ୍ତ୍ରୀ ମଧ୍ୟ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’