Masthead

ତାମିଲନାଡୁରେ ବିଜେପି-ପିଏମକେ ଆସନ ବୁଝାମଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାମିଲନାଡୁ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ସହଯୋଗୀ ପିଏମକେ (ପଟ୍ଟାଳି ମକ୍କଳ କାଚୀ) ମଧ୍ୟରେ ଆସନ ବୁଝାମଣା ଚୂଡ଼ାନ୍ତ । ମୋଟ୍ ୩୯ଟି ଆସନରୁ ପିଏମକେକୁ ୧୦ଟି ଆସନ ମିଳିଥିବା ସୂଚନା । ଆଜି ବିଜେପି ଏବଂ ପିଏମକେ ମଧ୍ୟରେ ବୈଠକ ବସିଥିଲା।

ଏଥିରେ ବିଜେପି ପକ୍ଷରୁ ରାଜ୍ୟ ସଭାପତି କେ ଅନ୍ନାମଲାଇ ଏବଂ କେନ୍ଦ୍ର ମନ୍ତ୍ରୀ ଏଲ୍ ମୁରୁଗାନ୍ ଉପସ୍ଥିତ ଥିବାବେଳେ ପିଏମକେ ପକ୍ଷରୁ ଦଳର ମୁଖ୍ୟ ତଥା ରାଜ୍ୟସଭା ସାଂସଦ ଡ. ଏସ ରାମାଦୋସ ଯୋଗ ଦେଇଥିଲେ। ଏହି ଆଲୋଚନା ସମୟରେ ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି। ଦୁଇ ଦଳ ପକ୍ଷରୁ ଏନେଇ ମିଳିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ମୋଟ୍ ୩୯ ଲୋକସଭା ଆସନରୁ ପିଏମକେକୁ ୧୦ ଆସନ ଦିଆଯାଇଥିବା ଅନ୍ନାମଲାଇ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼