Masthead

କେନ୍ଦ୍ର ଦେଉଛି ବୋଲି କେବେ ନବୀନ ବାବୁ କହିବେନି : ପ୍ରଦୀପ୍ତ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଲୋକ୍ଟ୍ରୋରାଲ ବଣ୍ଟକୁ ନେଇ ବିଜେପି ବିଧାୟକ ପ୍ରଦୀପ୍ତ ନାୟକଙ୍କ ପ୍ରତିକ୍ରିୟା । କହିଛନ୍ତି କାହାକୁ କିଏ ପସନ୍ଦ କରି ଅଧିକ ପଇସା ଦେଲା ଅସୁବିଧା ନାହିଁ। ବଣ୍ଡ୍ ଦିଅ ହୋଇଛି ମାନେ ୱାଇଟ ଅଛି। ଭାରତ ବର୍ଷରେ ବି ବିଜେପିକୁ ବଣ୍ଡ୍ ମାଧ୍ୟମରେ ଅଧିକ ମିଳିଛି। କିଏ କେଉଁ ଏରିୟାରୁ କାହାଠୁ କେତେ ଅର୍ଥ ଆଣିଲା ଲୋକଙ୍କ ଜାଣିବାର ଅଧିକାର ଅଛି। ଲୁଚା ଛୁପା ନାହିଁ ବୋଲି କହିଛନ୍ତି ପ୍ରଦୀପ୍ତ । ନବୀନ ବାବୁଙ୍କ କ’ଣ କ’ଣ କହିଲେ କେଶ୍ ହେବ। ଆମ ସବୁ ଯୋଜନାକୁ ନେଇ ବାହାସ୍ପଟ ମାରୁଛନ୍ତି। ପ୍ରଚାର ତ କରିବେ ନି ଡର ଅଛି। କେବେ ବି ନବୀନ ବାବୁ କହିବେନି କେନ୍ଦ୍ର ଦେଉଛି ବୋଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର