Masthead

ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିସନ୍ । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୧୯ ଏପ୍ରିଲରେ ପଡିବ ଭୋଟ୍ । ଏଥିପାଇଁ ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଗତ ୧୬ ମାର୍ଚ୍ଚରେ ସାମ୍ବାଦିକ ସମ୍ମିଳନୀରେ ଲୋକସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିସନ୍ ।

ପ୍ରଥମ ପର୍ଯ୍ୟାୟରେ ତାମିଲନାଡୁରୁ ୩୯, ରାଜସ୍ଥାନରୁ ୧୨, ଉତ୍ତରପ୍ରଦେଶରୁ ୮, ମଧ୍ୟପ୍ରଦେଶରୁ ୬, ଆସାମ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରୁ ୫, ବିହାରରୁ ୪ ଜଣ, ପଶ୍ଚିମବଙ୍ଗରୁ ୩ ଜଣ, ଅରୁଣାଚଳ ପ୍ରଦେଶ, ମଣିପୁର ଏବଂ ମେଘାଳୟରୁ ୨ ଆସନ ଅନ୍ତର୍ଭୁକ୍ତ । ଏଥିସହ ପୁଡୁଚେରୀ, ଲକ୍ଷ୍ମୀଦ୍ୱୀପ, ଜାମ୍ମୁ କାଶ୍ମୀର, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ, ତ୍ରିପୁରା, ସିକ୍କିମ, ନାଗାଲାଣ୍ଡ, ମିଜୋରାମ ଏବଂ ଛତିଶଗଡରେ ଗୋଟିଏ ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା