ଝାରପଡ଼ା ଜେଲରେ ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରପଡ଼ା ଜେଲରେ କମିସନରେଟ୍‌ ପୋଲିସର ରେଡ୍‌ । ଜେଲରେ ଗ୍ୟାଙ୍ଗୱାର ପରେ ଡିସିପିଙ୍କ ନେତୃତ୍ୱରେ ରେଡ୍‌ । ଜେଲର ପ୍ରତ୍ୟେକ ସେଲ୍‌ରେ ସ୍ପେଶାଲ ଟିମ୍‌ର ଛାନଭିନ୍‌ । ଡିସିପି ପ୍ରତୀକ୍ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଁଚି ରେଡ୍ ଚଲାଇଛି । ଗତକାଲି ଜେଲ୍ ପରିସରରେ ଗ୍ୟାଙ୍ଗୱାର ପରେ କମିସନରେଟ୍ ପୋଲିସ ଏହି ରେଡ୍ କରିଛି । ଜେଲର ପ୍ରତ୍ୟେକ ସେଲରେ ଛାନବିନ୍ କରାଯାଉଛି । ପ୍ରତ୍ୟେକ ୱାର୍ଡରେ ଛାନବିନ୍ କରାଯାଉଛି ।

ଡିସିପିଙ୍କ ସମେତ ବିଭିନ୍ନ ଜୋନର ପାଖାପାଖି ୬ ଜଣ ଏସିପି ମଧ୍ୟ ଏହି ଚଢାଉରେ ସାମିଲ ହୋଇଛନ୍ତି । ଗତକାଲି ଝାରପଡା ଭିତରେ ଗ୍ୟାଙ୍ଗୱାରର ଖବର ଆସିଥିଲା । ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଏହି ଆକ୍ରମଣରେ ୪ରୁ ଅଧିକ କଏଦୀ ଗୁରୁତର ହୋଇଥିଲେ । ସେମାନଙ୍କୁ ଜେଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ