Masthead

ନଦୀରେ ବୁଡ଼ି ବୃଦ୍ଧା ମୃତ

ବରୀ, (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ବରୀ ବ୍ଲକ ଚନ୍ଦନପୁର ପଞ୍ଚାୟତ ମିର୍ଜାପୁର ଗ୍ରାମର କେଶବ ଚନ୍ଦ୍ର ଓଝା (୬୫) ଆଜି ସକାଳେ ପତ୍ନୀ ସରିଳାଙ୍କ ସହ ଘର ପଛ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ହଠାତ୍ ଗୋଡ଼ ଖସିଯିବରୁ ନଦୀରେ ବୁଡ଼ି ଯାଇଥିଲେ। ସେଠାରେ ଗାଧୋଉଥିବା ଅନ୍ୟ ଲୋକେ ଖୋଜା ଖୋଜି କରିବା ସହ ବରୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି କେଶବଙ୍କୁ ନଦୀରୁ ଉଦ୍ଧାର କରି ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। କିନ୍ତୁ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା.ସେକ ସବିର୍ ହୋସେନ୍ ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ