Masthead

ନିଶ୍ଚିତ ଭାବେ ଲୋକସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢ଼ିବ: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେଡି ସହ ମେଣ୍ଟ ପ୍ରସଙ୍ଗରେ ଅମିତ ଶାହଙ୍କ ବଡ଼ ବୟାନ । ଜାତୀୟ ଗଣମାଧ୍ୟମ ସଂସ୍ଥା ର କନକ୍ଲେଭରେ ଯୋଗ ଦେଇ ଅମିତ ଶାହା କହିଛନ୍ତି କିଛି ବି ହୋଇପାରେ । ଏ ସଂପର୍କରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତ୍ତି ନେବେ । ନିଶ୍ଚିତ ଭାବେ ଲୋକସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢ଼ିବ ।

ଓଡ଼ିଶାରେ ଆମ ଶକ୍ତିରେ ବଡ଼ ଅଭିବୃଦ୍ଧି ଘଟିବ । ‘ଆମେ ଏକାଠି ଲଢ଼ିବୁ କି ଏକାକୀ ଲଢ଼ିବୁ, ଆଗ ନିଷ୍ପତ୍ତି ହେଉ’ । ‘ଯଦି ଏକାଠି ଲଢ଼ିବୁ, ନବୀନ ବାବୁଙ୍କ ସାଥୀ ହୋଇ ଲଢ଼ିବୁ’ । ଏକାକୀ ଲଢ଼ିଲେ, ସରକାର ଗଠନ ପାଇଁ ଲଢ଼ିବୁ । ଦିଲ୍ଲୀରେ ଏକ କାର୍ୟ୍ୟକ୍ରମରେ କହିଲେ ଗୃହ ମନ୍ତ୍ରୀ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା