Masthead

ମୁଁ ନିର୍ବାଚନ ଲଢ଼ିବାକୁ ଚାହୁଁଛି: ତାମିଲସାଇ ସୁନ୍ଦରରାଜନ

ତେଲେଙ୍ଗାନା(ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ତାମିଲସାଇ ସୁନ୍ଦରରାଜନ । ଦୁଇ ଦିନ ପୂର୍ବରୁ ତେଲେଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏବେ ସେ ଲୋକସଭା ନିର୍ବାଚନ ଲଢ଼ିବେ ବୋଲି ଚର୍ଚ୍ଚା ବଢ଼ିଛି। ତାମିଲନାଡ଼ୁରୁ ତାଙ୍କୁ ଦଳ ନିର୍ବାଚନରେ ଓହ୍ଲାଇପାରେ ବୋଲି କୁହାଯାଉଛି। ବିଜେପିରେ ଯୋଗଦେବା ପରେ ସୁନ୍ଦରରାଜନ ଭବିଷ୍ୟତ ଯୋଜନା ବିଷୟରେ କହିଛନ୍ତି, ମୁଁ ନିର୍ବାଚନ ଲଢ଼ିବାକୁ ଚାହୁଁଛି। ମୁଁ ମୋର ଇଚ୍ଛା ବିଷୟରେ ଦଳକୁ ଅବଗତ କରାଇଛି। ମୁଁ ଖୁସି ଯେ ପୁଣିଥରେ ମୋତେ ସଦସ୍ୟତା ମିଳିଛି। ମୋ ପାଇଁ ଏହା ସବୁଠାରୁ ବଡ଼ ଖୁସିର ଦିନ। ରାଜ୍ୟପାଳ ପଦରୁ ଇସ୍ତଫା ଦେବା ଏକ ବଡ଼ ନିଷ୍ପତ୍ତି ଥିଲା। କାରଣ ରାଜ୍ୟପାଳ ହିସାବରେ ମୋ’ ପାଖରେ ଅନେକ ସୁବିଧା ଥିଲା। ହେଲେ ମୁଁ ତାକୁ ଛାଡ଼ିଛି। ଏଥିପାଇଁ ଟିକେ ହେଲେ ବି ଦୁଃଖ ନାହିଁ । ଏହାଛଡ଼ା ଆଗାମୀ ଦିନରେ ତାମିଲନାଡ଼ୁରେ ପଦ୍ମ ଆସିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା