Masthead

ଧାରଣାରେ OSRTC ବସ୍ କର୍ମଚାରୀ

କଟକ (ବଡ଼ ଖବର ବ୍ୟୁରୋ): OSRTC ବସ୍ କର୍ମଚାରୀଙ୍କ ଧର୍ମଘଟ । ଷ୍ଟେରିଂ ଛାଡ଼ି ଆନ୍ଦୋଳନରେ ବସିଲେ ସରକାରୀ ବସ୍ କର୍ମଚାରୀ । ତୁରନ୍ତ ଦରମା ପ୍ରଦାନ କରିବା ଦାବିରେ କଟକ ବାଦାମବାଡ଼ି ପୁରୁଣା ବସଷ୍ଟାଣ୍ଡରେ ଧାରଣାରେ ବସିଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର । ଠିକା ସଂସ୍ଥା ଦ୍ବାରା ନିୟୋଜିତ ହୋଇଥିଲେ ଏହି କର୍ମଚାରୀମାନେ ।

କର୍ମଚାରୀଙ୍କ ପ୍ରତିବାଦ ପାଇଁ ସରକାରୀ ବସ ଚଳାଚଳ ବାଧାପ୍ରାପ୍ତ ହେବା ନେଇ ଆଶଙ୍କା ବଢ଼ିଛି । ଏହି କର୍ମଚାରୀମାନଙ୍କୁ ଏକ ଘରୋଇ ଠିକା ସଂସ୍ଥା ପକ୍ଷରୁ ନିଯୁକ୍ତ କରାଯାଇଥିବା ବେଳେ ସେମାନଙ୍କୁ ଫେବ୍ରୁଆରୀ ମାସର ଦରମା ମିଳି ନାହିଁ । ଯାହାକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ଓ କଣ୍ଡକ୍ଟର । OSRTC ବିଭାଗର କର୍ତ୍ତୃପକ୍ଷମାନେ ଆସି ଧାରଣାରେ ବସିଥିବା କର୍ମଚାରୀ ମାନଙ୍କୁ ବୁଝାସୁଝା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ