Masthead

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର। ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିବା ପୁଅ ତଥା ବିଧାୟକ ସମ୍ବିତ ରାଉତରାୟଙ୍କ ସୂଚନା। ଗତ ୧୮ରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ହୃଦଘାତର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଦାମ ।

ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା