Masthead

ଭୁଶୁଡ଼ିଲା ନିର୍ମାଣଧୀନ ବ୍ରିଜ; ଜଣେ ମୃତ, ଏକାଧିକ ଆହତ

ବିହାର  (ବଡ଼ ଖବର ବ୍ୟୁରୋ): ବିହାର ସୁପୌଲରେ କୋସି ନଦୀରେ ଅଘଟଣ । ନଦୀ ଉପରେ ନିର୍ମାଣ ହେଉଥିବା ଦେଶର ସବୁଠାରୁ ଲମ୍ବା ବ୍ରିଜଟି ଅଧାରୁ ଭାଙ୍ଗିଯାଇଛି । ଫଳରେ ପୋଲତଳେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଶ୍ରମିକ ଚାପିହୋଇ ରହିଥିବା ସୂଚନା ମିଳିଛି। ଆଜି କାମ ଚାଲିଥିବା ବେଳେ ହଠାତ୍ ବ୍ରିଜଟି ମଝିରୁ ଭାଙ୍ଗିଯାଇଥିଲା। ବ୍ରିଜର ୫୦, ୫୧ ଓ ୫୨ଟି ସ୍ତମ୍ଭର ଘାଟି ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଥିବା ସୂଚନା ମଳିଛି । ଘଟଣାସ୍ଥଳରେ ଜିଲ୍ଲା ମାଜିଷ୍ଟ୍ରେଟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଖୁବଶୀଘ୍ର ସମସ୍ତଙ୍କୁ ଉଦ୍ଧାର କରାଯିବ ବୋଲି ଅଧିକାରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼