Masthead

କଟକ ଏସସିବିରେ ଚିକିତ୍ସାଧୀନ ବନ୍ଦୀଙ୍କ ମୃତ୍ୟୁ

କଟକ (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜେଲରେ କଏଦୀ ଅଜୟ ଦାସଙ୍କ ମୃତ୍ୟୁ । ଆତ୍ମହତ୍ୟା ଉଦ୍ୟମ ପରେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କେନ୍ଦୁଝର ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଅଭିଯୋଗ ଅନୁସାରେ ଗତକାଲି ପାଇଖାନା ଘରେ ଗାମୁଛାରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଅଜୟ। ଏକ ଦୁଷ୍କର୍ମ ଅଭିଯୋଗ ମାମଲାରେ ଗିରଫ ହୋଇ ସେ ଜେଲରେ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦୁଝର ମେଡିକାଲ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ