Masthead

ପଂଚମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଣୁପୁର (ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ପୁଟାସିଂ ଥାନା ଟଳନା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅନ୍ତେବାସୀ ଛାତ୍ରଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ବିଦ୍ୟାଳୟ ଶ୍ରେଣୀ ଗୃହରୁ ଛାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ଶିକ୍ଷା ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ରହି ପଂଚମ ଶ୍ରେଣୀରେ ପଢୁଥିବା ଜଣାପଡିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତ ଛାତ୍ର ଜଣକ ହେଉଛନ୍ତି ଜୁଦାସ ଶବର । ଘର ଟଳଣା ପଂଚାୟତ ।

ପୁଟାସିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବକୁ ଜବତ କରି ବ୍ୟବଛେଦ ପାଇଁ ଗୁଣୁପୁର ଉପଖଣ୍ଡ ଚିକିଛାଳୟରେ ଭର୍ତ୍ତି କରିଛି । ଖବର ପାଇ ଗୁଣୁପୁର ଗୋଷ୍ଠୀ ଶିକ୍ଷାଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଘଟନାର ଅନୁସନ୍ଦାନ କରୁଥିବା ଜଣାପଡିଛି । ଅପରପକ୍ଷେ ପୁଅର ମୃତ୍ୟୁ ସହଜ ଗ୍ରହଣ କରି ପାରୁନାହାନ୍ତି ପରିବାର ବର୍ଗ । ପୁଅକୁ ମାରି ଟାଙ୍ଗି ଦେଇଥିବା ଅଭିଯୋଗ ଆଣିଛନ୍ତ ମୃତ ପୁଅର ବାପା । ସେ ସିଧା ସଳଖ ସ୍କୁଲ କତୃପକ୍ଷଙ୍କୁ ଦାୟୀ କରିଛନ୍ତି । ଘଟଣାର ସଠିକ ତଦନ୍ତ କରାଯାଉ ବୋଲି ଦାବି କରିଛନ୍ତି ସମ୍ପର୍କୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା