Masthead

ନବୀନ ନିବାସରେ ସମ୍ବଲପୁର ଅଙ୍କ କଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ସମୀକ୍ଷା । ଜିଲ୍ଲା ପର୍ଯ୍ୟବେକ୍ଷକ, ଦଳର ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ । ସମ୍ବଲପୁର ପରେ ସୁନ୍ଦରଗଡ଼, ମୟୂରଭଞ୍ଜ ପାଇଁ ସମୀକ୍ଷା କରିବ ବିଜେଡି । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବ ଦାସଙ୍କ ପୁଅ ବିଶାଳ ଦାସ, ବଣେଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ସାମିଲ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ, ବିଜେଡତ ନେତା ମଙ୍ଗଳା କିଷାନ, ସୁନ୍ଦରଗଡ଼ ପର୍ୟ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ, ସାରଦା ନାୟକ ଓ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି