Masthead

କଥା ପ୍ରବଳ କାମ ଦୁର୍ବଳ: ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିପର୍ୟ୍ୟସ୍ତ ସ୍ବାସ୍ଥ୍ୟ ସେବା ନେଇ ସରକାରଙ୍କୁ ବିଜେପିର ଟାର୍ଗେଟ୍‌ । ପ୍ରେସ୍‌ମିଟ୍‌ କରି ଟାର୍ଗେଟ୍‌ କଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । କହିଛନ୍ତି ଓଡ଼ିଶାରେ ରୋଗୀ ସଂଖ୍ୟା ବଢ଼ିଛି, ସ୍ବାସ୍ଥ୍ୟ ସେବା ଭୁଶୁଡ଼ିଛି । ୨୫ ବର୍ଷ ଶାସନ ପରେ ବି ସ୍ବାସ୍ଥ୍ୟ ସେବା ଯୋଗାଇବାରେ ବିଫଳ ।

୨୦୧୯ରେ ୩ଟି ହସ୍ପିଟାଲକୁ ବିଶ୍ବସ୍ତରୀୟ ପାଇଁ କହିଥିଲେ କିନ୍ତୁ ତାହା ପାଣିରେ ଗାର । ସେ ଆହୁରି ମଧ୍ୟ କହିଛନ୍ତି ସ୍ବାସ୍ଥ୍ୟସେବାକୁ ପ୍ରଧାନମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଛନ୍ତି । ଏଠି କିନ୍ତୁ ରାଜ୍ୟ ସରକାରଙ୍କ କଥା ପ୍ରବଳ, କାମ ଦୁର୍ବଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ