Masthead

କେଜ୍ରିଓ୍ବାଲଙ୍କ ଗିରଫକୁ ବିରୋଧ କରି ଆପ୍‌ର ଗର୍ଜନ, ହୋଲି ବଦଳରେ ବିକ୍ଷୋଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ନୀତି ଘୋଟଲାରେ ଗିରଫ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍ କେଜ୍ରିଓ୍ବାଲ । ଏହାର ପ୍ରତିବାଦରେ ଆମ୍ ଆଦମୀ ପାର୍ଟି ମଙ୍ଗଳବାର ମହାଗର୍ଜନ କରିବ । ଆପ୍ ନେତା ଓ କର୍ମୀ ହୋଲି ପାଳିବା ବଦଳରେ ବିକ୍ଷୋଭ କରିବେ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ନିବାସ ଘେରିବ ଆମ୍ ଆଦମୀ ପାର୍ଟି । ଏହାକୁ ଦୃଷ୍ଟି ରଖି ଦିଲ୍ଲୀ ପୋଲିସ ସତର୍କ ହେବା ସହିତ ଟ୍ରାଫିକ୍ ଆଡଭାଇଜରି ଜାରି କରିଛି। ଯେଉଁଥିରେ ମଙ୍ଗଳବାର ତୋଗଲକ୍ ରୋଡ୍, ସଫଦରଗଞ୍ଜ ରୋଡ୍ ଏବଂ କମାଲ ଅତାତୁର୍କ ମାର୍ଗରେ କୌଣସି ଯାନବାହନକୁ ପାର୍କିଂ ପାଇଁ ବାରଣ କରାଯାଇଛି ।

ଅନ୍ୟପଟେ ଦିଲ୍ଲୀ ପୋଲିସ ମୁତାବକ, ଆମ ଆଦମୀ ପାର୍ଟିକୁ କୌଣସି ପ୍ରକାର ପ୍ରତିବାଦ ପାଇଁ ଅନୁମତି ମିଳିନାହିଁ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମଦ ଦୁର୍ନୀତି ମାମଲାରେ ଇଡି ଗିରଫ କରିବା ପରେ ଆମ୍ ଆଦମୀ ପାର୍ଟି ବିକ୍ଷୋଭକୁ ଓହ୍ଲାଇ ଆସିଛି । କେଜ୍ରିଓ୍ବାଲଙ୍କୁ ଗିରଫଦାରୀ ପ୍ରତିବାଦରେ ସୋମବାର ଆମ ଆଦମୀ ପାର୍ଟି ସୋସିଆଲ୍ ମିଡିଆଲ ଏକ ଅଭିଯାନ ଆରମ୍ଭ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ