Masthead

ମନ୍ତ୍ରୀଙ୍କ ଉପସ୍ଥିତିରେ ୱାର୍ଡମେମ୍ବରଙ୍କୁ ମାଡ଼

ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଶଙ୍କରପୁର ପଂଚାୟତରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଉପସ୍ଥିତିରେ ଟାଙ୍ଗୀ ଚୌଦ୍ବାର ବ୍ଲକ ଶଙ୍କରପୁର ପଞ୍ଚାୟତ ୧୨ନମ୍ୱର୍ ୱାର୍ଡର ୱାର୍ଡମେମ୍ବରଙ୍କୁ ମାଡ । ଚୌଦ୍ଵାର ଥାନାର ଦ୍ବାରସ୍ଥ ହେଲେ ପୀଡିତ । ସୂଚନା ଅନୁଯାୟୀ ଶଙ୍କରପୁର ପଞ୍ଚାୟତରେ ଅଷ୍ଟପ୍ରହରୀ ଚାଲୁଥିବା ବେଳେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଅତିଥି ଭାବେ ଯୋଗ ଦେଇଥିଲେ ।

ଗ୍ରାମରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ହେଉ ନଥିବା ନେଇ ୱାର୍ଡମେମ୍ବର ସହିତ ଆଲୋଚନା କରିବାକୁ ମନ୍ତ୍ରୀ ୱାର୍ଡମେମ୍ବରକୁ ଡାକିବା ପାଇଁ ସରପଞ୍ଚଙ୍କ ସ୍ବାମୀ ସରୋଜ ଖଟୁଆକୁ କହୁଥିଲେ । ସରୋଜଙ୍କ ଡାକରାରେ ୱାର୍ଡମେମ୍ବର ଲୋକନାଥ ପ୍ରଧାନ ମନ୍ତ୍ରୀଙ୍କ ପାଖରେ ପହଞ୍ଚି ଆଲୋଚନା କରିଥିଲେ । ମନ୍ତ୍ରୀଙ୍କ ସମର୍ଥକମାନେ ଲୋକନାଥଙ୍କୁ କଥା କଟାକଟି ଭିତରେ ମନ୍ତ୍ରୀଙ୍କ ଉପସ୍ଥିତିରେ ମାଡମାରି ମୁହଁ ଫଟାଇ ଦେଲେ । ଯାହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ପରେ ୱାର୍ଡମେମ୍ବର ଓ ସ୍ଥାନୀୟ ଲୋକେ ଚୌଦ୍ଵାର ଥାନାର ଦ୍ବାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା