Masthead

ଦିଲ୍ଲୀ ମଦ ଦୁର୍ନୀତି ମାମଲା, ହାଇକୋର୍ଟରେ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ ହେବା ପରେ ଆପର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ କରିଥିଲେ। ଯାହାକୁ ନେଇ ପୋଲିସ ସୁରକ୍ଷା କଡାକଡି କରିଥିଲା । ଆଉ ଆଜି ଦିଲ୍ଲୀ ହାଇକୋର୍ଟ କରିବେ ଶୁଣାଣି ।

ହାଇକୋର୍ଟ ଏହି ମାମଲାରେ ଅନ୍ତରୀଣ ସୁରକ୍ଷା ନଦେବା ପରେ ଇଡି କେଜ୍ରିୱାଲଙ୍କୁ ଗିରଫ କରିଥିଲା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏବେ ୨୮ ତାରିଖ ଯାଏ ନିଜ ହେପାଜତକୁ ନେଇଛି ଇଡି । କୁହାଯାଉଛି ଗତ ସପ୍ତାହରେ ମଧ୍ୟ ଗିରଫଦାରୀକୁ ବେଆଇନ୍ କୁହାଯାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ କେଜ୍ରିୱାଲ । କିନ୍ତୁ ହୋଲି ଛୁଟି ପାଇଁ ଆବେଦନ ତାଲିକାଭୁକ୍ତ ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ