Masthead

ବିଜେଡିର ଦ୍ବିତୀୟ ତାଲିକା ଘୋଷଣା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ତାର ଦ୍ବିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଆଜି ଦୁଇ ଥରରେ ୧୫ ଲୋକସଭା ଓ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ ।

ଦ୍ବିତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେଡି। ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁର- ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି ଦଳ। ପୂର୍ବରୁ ୯ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। ଏହାକୁ ନେଇ ମୋଟ ୧୫ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସମ୍ବଲପୁରରୁ ପ୍ରାର୍ଥୀ ହେଲେ ପ୍ରଣବ ପ୍ରକାଶ ଦାସ।

ସେହିପରି ଭୁବନେଶ୍ୱରରୁ ମନ୍ମଥ ରାଉତରାୟଙ୍କୁ ପ୍ରାର୍ଥୀ କରିଛି ବିଜେଡି। କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୂରଭଂଜରୁ ସୁଦାମ ମାରଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, କୋରାପୁଟରୁ କୌଶଲ୍ୟା ହିକକା, ନବରଙ୍ଗପୁରରୁ ପ୍ରଦୀପ ମାଝୀ ଓ ଆସିକାରୁ ରଂଜିତା ସାହୁଙ୍କୁ ପ୍ରାର୍ଥୀ କରିଛି ବିଜୁ ଜନତା ଦଳ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ